Hallo! Tracked shipping to Netherlands with Delivery Duty Paid for just €7 

Ship to
Netherlands
0
  • argentina
  • chile
  • colombia
  • españa
  • méxico
  • perú
  • estados unidos
  • internacional

Select your country

Americas

Europe

Rest of the world

portada Aneka Kothari (in Oriya)
Type
Physical Book
Language
Oriya
Pages
88
Format
Paperback
Dimensions
21.6x14x0.5 cm
Weight
0.12 kg.
ISBN13
9781645604150

Aneka Kothari (in Oriya)

Ramakanta Rath (Author) · Black Eagle Books · Paperback

Aneka Kothari (in Oriya) - Rath, Ramakanta

New Book Imported to Netherlands
Delivery: 02 Oct - 06 Oct Shipping: 5 to 6 business days.
€ 18,33
Import costs and 9% BTW included in the price ✅
€ 18,33

Synopsis "Aneka Kothari (in Oriya)"

ପ୍ରତ୍ୟେକ ଉଲ୍ଲେଖଯୋଗ୍ୟ ସାହିତ୍ୟରେ ପ୍ରଶ୍ନ ପଚରାଯାଏ । ସେ ପ୍ରଶ୍ନ ଶୁଣିବାକୁ ସମସ୍ତେ, ଏପରି କି ସ୍ୱୟଂ ଈଶ୍ୱର ମଧ୍ୟ ଶୁଣିବାକୁ ବାଧ୍ୟ । ସେ ପ୍ରଶ୍ନଗୁଡ଼ିକ ଏକାଧାରରେ ସରଳ ଓ ଜଟିଳ । ଛୋଟ ଛୁଆଟିଏ ମରିଗଲେ ସେ ସାହିତ୍ୟ ସମଗ୍ର ବିଶ୍ୱକୁ କାଠଗଡ଼ାରେ ଠିଆ କରାଇଦିଏ । କୌଣସି ଅହେତୁକ ଶାସ୍ତିରେ କେହି ନିର୍ଯ୍ୟାତିତ ହେଲେ ସେ ସାହିତ୍ୟ ସଚରାଚରଠାରୁ କୈଫିୟତ୍ ତଲବ୍ କରେ । ସାହିତ୍ୟିକ ଦୃଷ୍ଟିରେ ସଭ୍ୟତା ହେଉଛି ପ୍ରଶ୍ନ ପଚାରିବାର ସ୍ୱାଧୀନତା ଏବଂ ଯେଉଁଦିନ ଆଉ ପ୍ରଶ୍ନ ପଚରାଯାଉନାହିଁ- ସେଦିନ ସଭ୍ୟତାର ପରିସମାପ୍ତି ଘଟିଛି ବୋଲି ଧରିନିଆଯାଇପାରେ । ଯଦି ସାହିତ୍ୟିକ ପ୍ରଶ୍ନ ପଚାରିବାର ଐତିହ୍ୟରୁ ନିଜକୁ ଅଲଗା କରି ରଖେ ବା କୋଳାହଳମୟ ପ୍ରଶଂସା ଭିତରେ ନିଜର ସ୍ୱର ଲୀନ ହେବାକୁ ଛାଡ଼ିଦିଏ, ସେ ଆଉ ସାହିତ୍ୟିକ ହୋଇ ରହିବ ନାହିଁ; ହେବ ଏକ ଉଚ୍ଚାଙ୍ଗ ପରମ୍ପରାର ମଡ଼ାଚଣ୍ଡିଆ ।ଯେତେବେଳେ ଏପରି ପରିସ୍ଥିତି ଉପୁଜେ, ଯେତେବେଳେ ଆଉ ପ୍ରଶ୍ନ ପଚରାଯାଏ ନାହିଁ ଏବଂ ସବୁଆଡ଼େ ହାଟବଜାରରେ କୋଳାହଳ ଶୁଭେ, ସେତେବେଳେ ସାହିତ୍ୟ ଲେଖାଯିବ ନିଶ୍ଚୟ, କିନ୍ତୁ ସେ ସାହିତ୍ୟର ସଭ୍ୟତା ସହିତ ସମ୍ପର୍କ ପ୍ରାୟ ରହିବ ନାହିଁ । ଗଲା କେତେବର୍ଷ ଭିତରେ ପୃଥିବୀର ଛାପାଖାନାମାନଙ୍କରୁ ଯେତେ ସାହିତ୍ୟ ବାହାରିଛି ଇତିହାସରେ ତାର ପଟାନ୍ତର ନାହିଁ, କିନ୍ତୁ ସେଗୁଡ଼ିକ ଭିତରୁ ଅଧିକାଂଶ ଅଳ୍ପ କେତେଦିନ ପରେ ନିଶ୍ଚିହ୍ନ ହୋଇ ଯାଇଛନġ

Customers reviews

Frequently Asked Questions about the Book

All books in our catalog are Original.
The book is written in Oriya .
The binding of this edition is Paperback.

Questions and Answers about the Book

Do you have a question about the book? Login to be able to add your own question.

Opinions about Bookdelivery

More customer reviews