Hallo! Tracked shipping to Netherlands with Delivery Duty Paid for just €7 

Ship to
Netherlands
0
  • argentina
  • chile
  • colombia
  • españa
  • méxico
  • perú
  • estados unidos
  • internacional

Select your country

Americas

Europe

Rest of the world

portada Haluka Manisha (in Oriya)
Type
Physical Book
Language
Oriya
Pages
312
Format
Paperback
ISBN13
9781645602279

Haluka Manisha (in Oriya)

Milan Kundera (Author) · Black Eagle Books · Paperback

Haluka Manisha (in Oriya) - Milan Kundera

New Book Imported to Netherlands
Delivery: 17 Sep - 21 Sep Shipping: 6 to 7 business days.
€ 21,22
Import costs and 9% BTW included in the price ✅
€ 21,22

Synopsis "Haluka Manisha (in Oriya)"

ଜୀବନଟା କାହା ପାଇଁ କେମିତି । ଜଣକ ପାଇଁ ଜୀବନ ପକ୍ଷୀର ପର ପରି ହାଲୁକା ତ ଆଉ କାହା ପାଇଁ ଗୋଟେ ଓଜନିଆ ପଥର ପରି ବୋଝ । କୁନ୍ଦେରାଙ୍କ ଦୃଷ୍ଟିରେ ଆମର ବୋଝ ଯେତିକି ଅଧିକ ହୁଏ, ମାଟି ସହିତ ଜୀବନ ସେତିକି ନିବିଡ଼ ହୁଏ । ଅପରପକ୍ଷେ ବୋଝ ନଥିଲେ ମଣିଷର ଜୀବନ ପବନ ପରି ହାଲୁକା ହେଇଯାଏ । ଉପରକୁ ଉଠିଉଠିକା ଯାଏ ଆଉ ମଣିଷର ଜୀବନ କ୍ରମଶଃ ଅର୍ଦ୍ଧସତ୍ୟ ଓ ନଗଣ୍ୟ ହେଇଯାଏ । ତେବେ ଆମେ କୋଉଟାକୁ ବାଛିବା କଥା- ହାଲୁକା ନା ଓଜନ? ତାଙ୍କର ବହୁ ଚର୍ଚ୍ଚିତ ଉପନ୍ୟାସ 'The Unbearable Lightness of Being' ରେ ଏପରି ଏକ ଜୀବନ ଦର୍ଶନକୁ ଏକ ଭିନ୍ନ ଶୈଳୀରେ ଅବତାରଣା କରାଯାଇଛି ।"ହାଲୁକା ମଣିଷ'- ଏହି ବହିଟିର ଓଡ଼ିଆ ଅନୁବାଦ ଆମର ଓଡ଼ିଆ ପାଠକଙ୍କ ଉଦ୍ଦେଶ୍ୟରେ ଏକ ବୌଦ୍ଧିକ ପ୍ରୟାସ ମାତ୍ର ।

Customers reviews

Frequently Asked Questions about the Book

All books in our catalog are Original.
The book is written in Oriya.
The binding of this edition is Paperback.

Questions and Answers about the Book

Do you have a question about the book? Login to be able to add your own question.

Opinions about Bookdelivery

More customer reviews